
କୋଶଲ ନ୍ୟୁଜ୍ ବ୍ୟୁରୋ : ଭିଜିବ ଓଡ଼ିଶା, ଆଜିଠୁ ବର୍ଷା ସମ୍ଭାବନା। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଅାପଡ଼ା ଓ ବରଗଡ଼ ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି।