Share ଅନ୍ୟାନ୍ୟ ଖବର ପଢନ୍ତୁ ଡାବୁଗାଁ ଠାରେ ମଦୁଆଙ୍କ ଆଡା ସ୍ଥଳୀ ପାଲିଟିଛି ପଥପ୍ରାନ୍ତ ସୁବିଧା… Jun 7, 2025 ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ଓ. ସେ. ପା. ଭୁବନଶ୍ୱର ତରଫରୁ ଭିଡିଓ… May 9, 2025 କୋଶଲ ନ୍ୟୁଜ୍ ବ୍ୟୁରୋ : ନବରଙ୍ଗପୁର : ଆଜି ତା ୨୫.0୧.୨୦୨୧ ରିଖ ଦିନ ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଉପ ଜିଲ୍ଲାପାଳ ଶ୍ରୀ ଭାସ୍କର ରୋଇତ ଙ୍କ ଉପସ୍ଥିତି ରେ ଜାତୀୟ ଭୋଟର ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଡେପୁଟି କଲେକ୍ଟର, ସହକାରୀ ଜିଲ୍ଲାପାଳ, ସମସ୍ତ କର୍ମଚାରୀ ମାନେ ଯୋଗ ଦେଇ ଜାତୀୟ ଭୋଟର ଦିବସ ଅବସରରେ ସତ୍ୟପାଠ କରିଥିଲେ ।ଓଡ଼ିଶା ସରକାର ଙ୍କ ମାନ୍ୟବର ଜଳ ସେଚନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ରଘୁନନ୍ଦନ ଦାସ ଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ଅଶୋକ ମେହେଟା ସଭାଗୃହ ରେ କରାଗଲା । 0 22 Share FacebookTwitterWhatsAppEmailFacebook MessengerTelegramPrint