Share ଅନ୍ୟାନ୍ୟ ଖବର ପଢନ୍ତୁ ନାନ୍ଦୋଳ ଗ୍ରାମରେ ଯୋଗ ଦିବସ ଓ ମାଗଣା କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର… Jun 22, 2025 ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ଓ. ସେ. ପା. ଭୁବନଶ୍ୱର ତରଫରୁ ଭିଡିଓ… May 9, 2025 କୋଶଲ ନ୍ୟୁଜ୍ ବ୍ୟୁରୋ : ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ତହସିଲ ବରିଷ୍ଠ କିରାଣୀ ଅସିତ ଯୋଶୀ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଜମି ପଟ୍ଟା କରାଇଦେବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।ଖବର ଅନୁଯାୟୀ. ମୁରିବାହାଲ୍ ତହସିଲର ବରିଷ୍ଠ କିରାଣୀ ଅସିତ୍ ଯୋଶୀ ସହାଜପାଣି ଗାଁର ଥବିର ସାହୁଙ୍କଠାରୁ ଲାଞ୍ଚ ନେଉଥିଲେ । ଜମି ପଟ୍ଟା କରାଇଦେବାକୁ ୨୮ଶହ ଟଙ୍କା ଲାଞ୍ଚି ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ସେହିପରି ବଲାଙ୍ଗୀର ଓ ବରଗଡ଼ରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । 0 24 Share FacebookTwitterWhatsAppEmailFacebook MessengerTelegramPrint