ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଶୁଭେଚ୍ଛା 💐

ପବିତ୍ର ‘ରାକ୍ଷୀ ପୂର୍ଣ୍ଣିମା’ ତଥା ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପୁଣ୍ୟ ଜନ୍ମୋତ୍ସବ, ‘ଗହ୍ମା ପୂର୍ଣ୍ଣିମା’ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଭାତୃତ୍ବ ଓ ସଦ ଭାବନାର ଏହି ପବିତ୍ର ପର୍ବ ଭାଇ-ଭଉଣୀଙ୍କ ସମ୍ପର୍କକୁ ଆହୁରି ନିବିଡ଼ କରୁ ।

Comments
Loading...