ଭୁବନେଶ୍ବର : କୋଭିଡ କଟକଣାକୁ କଡାକଡି ଭାବେ ଲାଗୁ କରିବା ନେଇ ରାଜ୍ୟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏଥିରେ କଟକଣା ଉଲଙ୍ଘନ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଲକ୍ଷରୁ ଅଧିକ ଟଙ୍କାର ଜରିମାନା ଆଦାୟ କରାଯାଇଛି।