ତିଥି ଓ ପର୍ବ–ଦିବସ: ଆଜି ପୌଷ ଶୁକ୍ଳ ସପ୍ତମୀ ଦିବା ୦୧:୧୫:୨୪ ଗତେ ଅଷ୍ଟମୀ ତିଥି। ମୀନଚନ୍ଦ୍ର ଦିବା ୧୨:୩୬ ଗତେ ମେଷଚନ୍ଦ୍ର। ରେବତୀ ଦିବା ୧୨:୩୬:୪୨ ଗତେ ଅଶ୍ଵନୀ ନକ୍ଷତ୍ର। ବୁଧ ସପ୍ତମୀ ସ୍ନାନ, ଦଶମ ଶିଖ୍ଗୁରୁ ଗୋବିନ୍ଦ ସିଂହ ଜୟନ୍ତୀ, ବିଚ୍ଛନ୍ଦ ଚରଣ ପଟ୍ଟନାୟକଙ୍କ ଜୟନ୍ତୀ (ତା୨୦-୦୧-୧୯୦୧)। ସପ୍ତମୀ ତିଥିରେ ତାଳ ଏବଂ ଦିବା ୦୧:୧୫:୨୪ ଗତେ ଅଷ୍ଟମୀ ତିଥିରେ ନଡ଼ିଆ ଓ ଆମିଷ ଭକ୍ଷଣ ନିଷେଧ।
|
ମେଷ |
ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଦିବା ୧୨:୩୬ ଗତେ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି। ଦିନଟି ସବୁ ଦଟେିରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତେଣୁ ଏ ଦିଗରୁ ସାବଧାନତା ଅବଲମ୍ବନୀୟ।
ବୃଷ |
ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ। ଦିବା ୧୨:୩୬ ଗତେ ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।
ମିଥୁନ |
କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ କାରବାରରେ ଲାଭ ଯୋଗ ରହିଛି। ଦିବା ୧୨:୩୬ ଗତେ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ।
କର୍କଟ |
ସିଂହ |
କନ୍ୟା |
ତୁଳା |
ବିଛା |
ଧନୁ |
ମକର |
କୁମ୍ଭ |
ମୀନ |
[ଘୋଷଣା: ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍ ନୁହେଁ। ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁ। କାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ।]