କୋଭିଡ କଟକଣା ଉଲଙ୍ଘନ : ୨୪ ଘଣ୍ଟାରେ ୨୪ ଲକ୍ଷରୁ ଅଧିକ ଟଙ୍କାର ଜରିମାନା ଆଦାୟ

ଭୁବନେଶ୍ବର : କୋଭିଡ କଟକଣାକୁ କଡାକଡି ଭାବେ ଲାଗୁ କରିବା ‌ନେଇ ରାଜ୍ୟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏଥିରେ କଟକଣା ଉଲଙ୍ଘନ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଲକ୍ଷରୁ ଅଧିକ ଟଙ୍କାର ଜରିମାନା ଆଦାୟ କରାଯାଇଛି।

Comments
Loading...