
କୋଶଲ ନ୍ୟୁଜ୍ ବ୍ୟୁରୋ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରେ ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷକଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲାର ଜଣେ ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସେ ହେଉଛନ୍ତି ଏ.ଏସ୍ ରାଉତପୁର ଜଙ୍ଗଲପାଡୁ ଗାଁର ଶିକ୍ଷକ ଦୁଷ୍ମନ୍ତ ନାୟକ । ଆଜି ସକାଳୁ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସର ୬ଟି ଟିମ୍ ରେଡ ଚଳାଇଛନ୍ତି ।