Share କୋଶଲ ନ୍ୟୁଜ୍ ବ୍ୟୁରୋ : ନବରଙ୍ଗପୁର : ବିଶ୍ୱ ମହାମାରୀ କୋରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ନବତରଙ୍ଗପୁର ଜିଲ୍ଲା ତଥା ବିଭିନ୍ନ ବ୍ଲକରେ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନତା ସୃଷ୍ଟି କରାଯାଉଛି । ମୁଖ୍ୟତଃ ବିଭିନ୍ନ ଛୋଟ ବଡ ବ୍ୟବସାୟୀକ ପ୍ରତିଷ୍ଠାନ ଓ ବସ ଷ୍ଟାଣ୍ଡ ଆଦି ସ୍ଥାନରେ ସାମାଜିକ ଦୂରତା ରକ୍ଷା କରିବା ସହିତ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି । ଏଥିସହ ପଲିଥିନ ବ୍ୟବହାର ନକରି ପରିବେଶକୁ ସ୍ଵଚ୍ଛ ରଖିବା ପାଇଁ ମଧ୍ୟ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନତା ସୃଷ୍ଟି କରାଯାଉଛି । ଅନ୍ୟାନ୍ୟ ଖବର ପଢନ୍ତୁ ଡାବୁଗାଁ ଠାରେ ମଦୁଆଙ୍କ ଆଡା ସ୍ଥଳୀ ପାଲିଟିଛି ପଥପ୍ରାନ୍ତ ସୁବିଧା… Jun 7, 2025 ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ଓ. ସେ. ପା. ଭୁବନଶ୍ୱର ତରଫରୁ ଭିଡିଓ… May 9, 2025 କୋରନା ସମୟରେ ଯଦି କେହି ସଚେତନତା ସମୟରେ ଯଦି କେହି ନିୟମ ନ ମାନନ୍ତି ତାହାହେଲେ ନିୟମ ଖିଲାପକାରୀଙ୍କ ବିରୋଧରେ ଜୋରିମାନା ଆଦାୟ କରିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳୁଛି। ଏଥିସହ କୋରୋନା ମହାମାରୀକୁ ପ୍ରତିରୋଧ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ କଟକଣା ଜାରି କରାଯାଇଛି । 0 19 Share FacebookTwitterWhatsAppEmailFacebook MessengerTelegramPrint