Share ଅନ୍ୟାନ୍ୟ ଖବର ପଢନ୍ତୁ ସାମ୍ବାଦିକ ଙ୍କୁ ଛୁରା ମାଡ଼,ଗୁରୁତ୍ୱର ଅବସ୍ଥାରେ ବିଶାଖାପାଟଣା… Aug 30, 2025 ଡାବୁଗାଁ ବ୍ଲକ ରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ Aug 13, 2025 କୋଶଲ ନ୍ୟୁଜ୍ ବ୍ୟୁରୋ : ଡାବୁଗାଁ 18/2 ଡାବୁଗାଁ ରେ ଆଜି ଧୁମଧାମରେ ଦୁଲାର ଦେଇ ବଜାର ବା ଦୁଲାର ଦେଇ ହାଟ ପାଳନ କରାଗଲା । ଆଦିବାସୀ ପର୍ବ ମାଘ ମଣ୍ଡେଇ ପୂର୍ବ ହାଟ ଅର୍ଥାତ ମାଘ ମଣ୍ଡେଇ ରୋ ସାତଦିନ ପୂର୍ବେ ପାରମ୍ପରିକ ରୀତିନୀତିରେ ଦୁଲାର ଦେଇ ଗୁଡି ରେ ପୂଜାର୍ଚନା ପରେ ସିରା ,ପଲଙ୍କି ,ଲାଠି, କୁର୍ଚି ସବୁ ଏକତ୍ରିତ ହଇ ବାଜା ମହୁରୀ ରୋ ତାଳେ ତାଳେ ନାଚ କରି ଡାବୁଗାଁ ଗ୍ରାମରେ ଏବଂ ସାପ୍ତାହିକ ହାଟରେ ବୁଲିଥିଲେ । ଆଜି ଠାରୁ ଆଗାମୀ ମାଘ ମଣ୍ଡେଇ ପର୍ଯନ୍ତ ଡାବୁଗାଁ ଅଂଚଳ ଚଳଚଂଚଳ ରହିବ । ଆସନ୍ତା ବୁଧବାର ଦିନ ବଡ଼ତେବତା ବା ଗ୍ରାମର ମୁଖ୍ୟ ଇଷ୍ଟଦେବ ବାବା ଭୈରବଦେବତାଙ୍କ ପୂଜା ହେବ ଏବଂ ଆସନ୍ତା ଗୁରୁବାର ଦିନ ଡାବୁଗାଁରେ ମାଘ ମଣ୍ଡେଇ ପାଳିତ ହେବ । 0 31 Share FacebookTwitterWhatsAppEmailFacebook MessengerTelegramPrint