Share ଅନ୍ୟାନ୍ୟ ଖବର ପଢନ୍ତୁ ବିଜେପି ର ସେବା ସପ୍ତାହ ଅବସରରେ କୋକସରା ଠାରେ ସ୍ବେଚ୍ଛାକୃତ ରକ୍ତଦାନ… Sep 18, 2025 କୁସୁମଖୁଣ୍ଟି ସ୍କୁଲରେ ୬୫ ତମ ପ୍ରତିଷ୍ଠା ଦିବସ ପାଳିତ Sep 1, 2025 କୋଶଲ ନ୍ୟୁଜ୍ ବ୍ୟୁରୋ : ଭିଜିଲାନ୍ସ ଜାଲରେ ସରକାରୀ କର୍ମଚାରୀ । ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଉମା ସେବା ସମବାୟ ସମିତିର ସଂପାଦକ ସନ୍ତୋଷ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ । ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଉମା ସେବା ସମବାୟ ସମିତିର ସଂପାଦକ ସନ୍ତୋଷ କୁମାର ରାଉତଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ ଥିଲା । ବ୍ରହ୍ମପୁର ଭିଜିଲାନ୍ସ ଏସପି ଅନୀଲ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମ ଫୁଲବାଣୀ ଓ ବୌଦ୍ଧ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ସନ୍ତୋଷଙ୍କ ବ୍ରହ୍ମପୁର ସ୍ଥିତ ନିଜ ବାସଭବନ ତଥା ଉମାଠାରେ ଥିବା ବାସଭବନ ଏବଂ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି । ତାଙ୍କ ନିଜ ଗାଁରେ ବହୁ କୋଠା ସମେତ ଆୟ ଠାରୁ ଅଧିକ ସମ୍ପତି,ଗାଡି ମୋଟର,ବ୍ୟାଙ୍କ ଆକାଉଣ୍ଟ, ସରକାରୀ କାଗଜ ପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ । 0 25 Share FacebookTwitterWhatsAppEmailFacebook MessengerTelegramPrint