Share ଅନ୍ୟାନ୍ୟ ଖବର ପଢନ୍ତୁ ବିଜେପି ର ସେବା ସପ୍ତାହ ଅବସରରେ କୋକସରା ଠାରେ ସ୍ବେଚ୍ଛାକୃତ ରକ୍ତଦାନ… Sep 18, 2025 କୁସୁମଖୁଣ୍ଟି ସ୍କୁଲରେ ୬୫ ତମ ପ୍ରତିଷ୍ଠା ଦିବସ ପାଳିତ Sep 1, 2025 କୋଶଲ ନ୍ୟୁଜ୍ ବ୍ୟୁରୋ : କଳାହାଣ୍ଡି ଜିଲ୍ଲା ଇନ୍ଦ୍ରବତୀ ଜଳପ୍ରକଳ୍ପର ଅବସରପ୍ରାପ୍ତ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ଼୍ ଜାରି ରହିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇନ୍ଦ୍ରବତୀ ଜଳପ୍ରକଳ୍ପର ଅବସରପ୍ରାପ୍ତ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ଧର୍ମଗଡ଼ସ୍ଥିତି ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ଼ ଜାରି ରଖିଛି ଭିଜିଲାନ୍ସ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ତାହା ସ୍ପଷ୍ଟ ହୋଇନାହିଁ । ଅନେକ ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି । 0 19 Share FacebookTwitterWhatsAppEmailFacebook MessengerTelegramPrint