ପ୍ରଥମ ବିଶ୍ବ ଟେଷ୍ଟ ଚମ୍ପିଆନସିପ୍ ଟାଇଟଲ ହାସଲ କଲା ନ୍ୟୁଜିଲାଣ୍ଡ

ବିଶ୍ବ ଟେଷ୍ଟ ଚମ୍ପିଆନସିପ୍ ଫାଇନାଲରେ ନ୍ୟୁଜିଲାଣ୍ଡ ୮ ୱିକେଟରେ ବିଜୟୀ ହୋଇଛି। ଫଳରେ ଭାରତକୁ ପରାସ୍ତ କରି ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ବ ଟେଷ୍ଟ ଚମ୍ପିଆନସିପ୍ ଟାଇଟଲ ହାସଲ କରିଛି।

Comments
Loading...